ଯିଶାଇୟ 56:5 - ଓଡିଆ ବାଇବେଲ5 ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତ- କାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ। Viz kapitolaପବିତ୍ର ବାଇବଲ5 ସେମାନଙ୍କୁ ଆମ୍ଭେ ଆମ୍ଭ ମନ୍ଦିର ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା।” Viz kapitola |