Online Bible

- Reklamy -




ଯିଶାଇୟ 57:1 - ଓଡିଆ ବାଇବେଲ

1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

1 ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷୟରେ କେହି ମନୋଯୋଗ କରୁ ନାହାନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ୟ କେହି ବିବେଚନା କରୁ ନାହାନ୍ତି।

Viz kapitola kopírovat




ଯିଶାଇୟ 57:1

Následuj nás:

Reklamy


Reklamy