ଯିଶାଇୟ 57:6 - ଓଡିଆ ବାଇବେଲ6 ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା ? Viz kapitolaପବିତ୍ର ବାଇବଲ (Re-edited) - (BSI)6 ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ହେତୁରୁ ଆମ୍ଭେ କି ଶା; ହେବା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା? Viz kapitolaପବିତ୍ର ବାଇବଲ6 ଉପତ୍ୟକାର ଚିକ୍କଣ ପଥରଗୁଡ଼ିକ ମଧ୍ୟରେ ତୁମ୍ଭର ଅଂଶ, ସେଗୁଡ଼ିକରେ ତୁମ୍ଭର ଅଧିକାର; ପୁଣି ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟନୈବେଦ୍ୟ ଢାଳିଅଛ ଓ ନୈବେଦ୍ୟ ଉତ୍ସର୍ଗ କରିଅଛ। ଏସବୁରେ ଆମ୍ଭେ କ’ଣ ଶାନ୍ତ ହେବା? Viz kapitola |