ଯିଶାଇୟ 58:7 - ଓଡିଆ ବାଇବେଲ7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ? Viz kapitolaପବିତ୍ର ବାଇବଲ7 ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦେବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ନିଜକୁ ନ ଲୁଗ୍ଭଇବାର, ଏହି ପ୍ରକାର ଉପବାସ ଆମ୍ଭେ କ’ଣ ମନୋନୀତ କରି ନାହୁଁ?” Viz kapitola |