ଯିଶାଇୟ 59:21 - ଓଡିଆ ବାଇବେଲ21 ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ନିଜ ବିଷୟରେ ସଦାପ୍ରଭୁ କହନ୍ତି, ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନ; କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ, ଏହା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ21 ନିଜ ବିଷୟରେ ସଦାପ୍ରଭୁ କୁହନ୍ତି, “ସେମାନଙ୍କ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ୟସବୁ ତୁମ୍ଭ ମୁଖରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ୟାବଧି ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ।” Viz kapitola |