Online Bible

- Reklamy -




ଯିଶାଇୟ 6:7 - ଓଡିଆ ବାଇବେଲ

7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେ ତଦ୍ଦ୍ଵାରା ମୋର ମୁଖ ସ୍ପର୍ଶ କରି କହିଲେ, ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”

Viz kapitola kopírovat

ପବିତ୍ର ବାଇବଲ

7 ସେହି ସରାଫ ଦେବଦୂତ ସେହି ଉତ୍ତପ୍ତ ଅଙ୍ଗାର ସାହାଯ୍ୟରେ ମୋର ମୁଖକୁ ସ୍ପର୍ଶ କଲା। ତା'ପରେ ସେ କହିଲା, “ଦେଖ! ମୁଁ ଏହି ଜ୍ୱଳନ୍ତ ଅଙ୍ଗାରରେ ତୁମ୍ଭର ଓଷ୍ଠାଧରକୁ ସ୍ପର୍ଶ କଲି କାରଣ ଏହା ଦ୍ୱାରା ତୁମ୍ଭର ଅପରାଧ ଦୂରିଭୂତ ହେଲା ଓ ତୁମ୍ଭେ ପାପରୁ ମୁକ୍ତ ହେଲ।”

Viz kapitola kopírovat




ଯିଶାଇୟ 6:7

Následuj nás:

Reklamy


Reklamy