ଯିଶାଇୟ 6:9 - ଓଡିଆ ବାଇବେଲ9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ସେ କହିଲେ, ଯାଅ ଓ ଏହି ଗୋଷ୍ଠୀକି କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’ Viz kapitolaପବିତ୍ର ବାଇବଲ9 ତା'ପରେ ସଦାପ୍ରଭୁ କହିଲେ, “ଯାଅ ଏବଂ ଏହି ବାର୍ତ୍ତା ଲୋକମାନଙ୍କୁ ଜଣାଅ, ‘ଯଦିଓ ତୁମ୍ଭେମାନେ ଶୁଣୁଛ, କିନ୍ତୁ ତୁମ୍ଭେମାନେ କିଛି ବୁଝୁ ନାହଁ। ଯଦିଓ ଦେଖୁଛ, କିଛି ଶିଖୁ ନାହଁ।’ Viz kapitola |