ଯିଶାଇୟ 60:16 - ଓଡିଆ ବାଇବେଲ16 ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେ ଅନ୍ୟଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ। Viz kapitolaପବିତ୍ର ବାଇବଲ16 ତୁମ୍ଭେ ଯାହା ଗ୍ଭହିଁବ, ଅନ୍ୟ ଦେଶ ତୁମ୍ଭକୁ ତାହା ଦେବ। ଏହା ଏକ ଶିଶୁ ପରି ହେବ ଯେ କି ଆପଣା ମା’ର କ୍ଷୀର ପାନ କରୁଛି। ତୁମ୍ଭେ ରାଜାମାନଙ୍କର ଐଶ୍ୱର୍ଯ୍ୟ ପାନ କରିବ। ତାହାହେଲେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ତୁମ୍ଭର ମୁକ୍ତିଦାତା ଓ ଯାକୁବର ବଳଦାତା ଅଟୁ ତାହା ତୁମ୍ଭେ ଜାଣିବ। Viz kapitola |