ଯିଶାଇୟ 61:1 - ଓଡିଆ ବାଇବେଲ1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ; Viz kapitolaପବିତ୍ର ବାଇବଲ (Re-edited) - (BSI)1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକ- ମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର-ମୁକ୍ତ ହେବାର କଥା ପ୍ରଚାର କରିବାକୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ; Viz kapitolaପବିତ୍ର ବାଇବଲ1 ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି। Viz kapitola |