ଯିଶାଇୟ 62:12 - ଓଡିଆ ବାଇବେଲ12 ପୁଣି, ଲୋକମାନେ ସେମାନଙ୍କୁ “ପବିତ୍ର ଲୋକ,” “ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ,” ଆଉ, ତୁମ୍ଭେ “ଅନ୍ୱେଷିତା,” “ଅପରିତ୍ୟକ୍ତା ନଗରୀ” ବୋଲି ଖ୍ୟାତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ; ଆଉ, ତୁମ୍ଭେ ଅନ୍ଵେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ, ଆଉ, ତୁମ୍ଭେ ଅନ୍ୱେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ। Viz kapitolaପବିତ୍ର ବାଇବଲ12 ଲୋକମାନେ ସେମାନଙ୍କୁ ଡାକିବେ, “ପବିତ୍ର ସଦାପ୍ରଭୁଙ୍କର ଲୋକ,” “ମୁକ୍ତି ହୋଇଥିବା ଲୋକମାନେ।” ତୁମ୍ଭେ ପରିଣତ ହେବ ଗୋଟିଏ “ପରମେଶ୍ୱରଙ୍କର ଅପରିତ୍ୟକ୍ତା ନଗରୀ,” ଏବଂ “ଅନ୍ୱେଷଣ” ବୋଲି ଡାକିଲେ। Viz kapitola |