Online Bible

- Reklamy -




ଯିଶାଇୟ 62:4 - ଓଡିଆ ବାଇବେଲ

4 ତୁମ୍ଭେ “ପରିତ୍ୟକ୍ତା” ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ “ଅନାଥା” ବୋଲି ଆଉ ଡକାଯିବ ନାହିଁ; ମାତ୍ର “ତୁମ୍ଭେ ହିପ୍‍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା)” ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।

Viz kapitola kopírovat

ପବିତ୍ର ବାଇବଲ

4 ତୁମ୍ଭର ‘ଦେଶ ପରିତ୍ୟକ୍ତା ବୋଲି’ ନାମିତ ହେବ ନାହିଁ; କିମ୍ବା ତୁମ୍ଭର ଦେଶକୁ କେହି ‘ଅନାଥିନୀ’ ବୋଲି ଜାଣିବେ ନାହିଁ। ମାତ୍ର ତୁମ୍ଭର ଦେଶ ବରଂ ‘ପରମେଶ୍ୱରଙ୍କ କନ୍ୟା’ ରୂପେ ବିବେଚିତ ହେବ ଏବଂ ‘ମୋର ଉଲ୍ଲାସ ତାହାର ମଧ୍ୟ ହୋଇଅଛି’ କାରଣ ସଦାପ୍ରଭୁ ତୁମ୍ଭ ଉପରେ ସନ୍ତୋଷ ଅଛନ୍ତି।

Viz kapitola kopírovat




ଯିଶାଇୟ 62:4

Následuj nás:

Reklamy


Reklamy