ଯିଶାଇୟ 63:5 - ଓଡିଆ ବାଇବେଲ5 ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି, ଆମ୍ଭେ ଅନାଇଲୁ, ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲାି ଓ ଆମ୍ଭର କୋପ ଆମ୍ଭର ସହାୟତା କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା। Viz kapitolaପବିତ୍ର ବାଇବଲ5 ଆମ୍ଭେ ଅନାଇଲୁ, ମାତ୍ର ସାହାଯ୍ୟକାରୀ କେହି ନ ଥିଲେ। ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ଯ୍ୟ ହେଲୁ। ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା। Viz kapitola |