ଯିଶାଇୟ 64:2 - ଓଡିଆ ବାଇବେଲ2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ ! Viz kapitolaପବିତ୍ର ବାଇବଲ (Re-edited) - (BSI)2 ଅଗ୍ନି ଝାଟି ଜ୍ଵଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯେବେ ତୁମ୍ଭେ ଆକାଶମଣ୍ତଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସ; ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେଣ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ! Viz kapitolaପବିତ୍ର ବାଇବଲ2 ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ଏଥି ସକାଶେ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ୱଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହେବେ। Viz kapitola |