ଯିଶାଇୟ 64:4 - ଓଡିଆ ବାଇବେଲ4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ଵର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ। Viz kapitolaପବିତ୍ର ବାଇବଲ4 କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର କଥା ଶୁଣି ନାହାନ୍ତି କିମ୍ବା କର୍ଣ୍ଣଗୋଚର ହୋଇ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ। Viz kapitola |