ଯିଶାଇୟ 64:7 - ଓଡିଆ ବାଇବେଲ7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ଵାରା ଆମ୍ଭମାନଙ୍କୁ କ୍ଷୟ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ। Viz kapitolaପବିତ୍ର ବାଇବଲ7 ତୁମ୍ଭ ନାମରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତେଜିତ କରିବାକୁ କେହି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହୋଇଅଛି ଓ ଆମ୍ଭମାନଙ୍କ ପାପଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ। Viz kapitola |