ଯିଶାଇୟ 64:9 - ଓଡିଆ ବାଇବେଲ9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ହେ ସଦାପ୍ରଭୋ, ଅତ୍ୟ; କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ। Viz kapitolaପବିତ୍ର ବାଇବଲ9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନେରଖ ନାହିଁ। ଆମ୍ଭେମାନେ ବିନତି କରୁଅଛୁ, ଆମ୍ଭ ପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ। Viz kapitola |