Online Bible

- Reklamy -




ଯିଶାଇୟ 65:20 - ଓଡିଆ ବାଇବେଲ

20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।

Viz kapitola kopírovat

ପବିତ୍ର ବାଇବଲ

20 କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ। ସେଠାରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ଯ୍ୟନ୍ତ ବଞ୍ଚିତ ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମରେ, ସେ ଅଭିଶପ୍ତ ବୋଲି ବିଗ୍ଭର କରାଯିବ।

Viz kapitola kopírovat




ଯିଶାଇୟ 65:20

Následuj nás:

Reklamy


Reklamy