ଯିଶାଇୟ 65:5 - ଓଡିଆ ବାଇବେଲ5 ସେମାନେ କହନ୍ତି, ସ୍ୱସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ କହନ୍ତି, ସ୍ଵସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ଵରୂପ, ଦିନଯାକ ପ୍ରଜ୍ଵଳିତ ଅଗ୍ନି ସ୍ଵରୂପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ। Viz kapitolaପବିତ୍ର ବାଇବଲ5 “ମାତ୍ର ସେହି ଲୋକମାନେ କୁହନ୍ତି, ‘ସେସ୍ଥାନରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭେମାନେ ତୁମ୍ଭ ଅପେକ୍ଷା ପବିତ୍ର।’ କିନ୍ତୁ ସେହି ଲୋକମାନେ ଆମ୍ଭ ନାସିକାର ଧୂମସ୍ୱରୂପ ଓ ଦିନସାରା ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।” Viz kapitola |