ଯିଶାଇୟ 65:8 - ଓଡିଆ ବାଇବେଲ8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ଏହି କଥା କହନ୍ତି, ଦ୍ରାକ୍ଷାପେଣ୍ତାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Viz kapitolaପବିତ୍ର ବାଇବଲ8 ସଦାପ୍ରଭୁ ଏହିକଥା କୁହନ୍ତି, “ଯେତେବେଳେ ଦ୍ରାକ୍ଷାଫଳରେ ନୂତନ ଦ୍ରାକ୍ଷାରସ ମିଳେ, ଲୋକେ କୁହନ୍ତି, ଏହାକୁ ନଷ୍ଟ କର ନାହିଁ। କାରଣ ଏଥିରେ ଆଶୀର୍ବାଦ ଅଛି, ସେହିପରି ଆମ୍ଭ ଦାସମାନଙ୍କ ପାଇଁ ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Viz kapitola |