ଯିଶାଇୟ 66:4 - ଓଡିଆ ବାଇବେଲ4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।” Viz kapitolaପବିତ୍ର ବାଇବଲ4 ମୁଁ ସେମାନଙ୍କ ପ୍ରତି କଠୋର ହେବି ଓ ଆଣିବି ଯାହା ସେମାନେ ଭୟ କରନ୍ତି କାରଣ ସେମାନେ ଉତ୍ତର କଲେ ନାହିଁ, ଯେତେବେଳେ ମୁଁ ସେମାନଙ୍କୁ ଡାକିଲି ଏବଂ ଶୁଣିଲେ ନାହିଁ ଯେତେବେଳେ ସେମାନେ କୁହା ହେଲେ। ସେମାନେ ସବୁକିଛି କଲେ ଯାହା ମୋର ଚକ୍ଷୁରେ ମନ୍ଦ ବୋଲି ବୁଝା ହେଲା। ସେମାନେ ଜିନିଷ ମନୋନୀତ କଲେ, ଯାହା ମୁଁ ପସନ୍ଦ କଲି ନାହିଁ।” Viz kapitola |