ଯିଶାଇୟ 8:12 - ଓଡିଆ ବାଇବେଲ12 ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରା; ବୋଲି କହିବେ; ତୁମ୍ଭେମାନେ ସେସବୁକୁ ଚକ୍ରା; ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ। Viz kapitolaପବିତ୍ର ବାଇବଲ12 “ପ୍ରତ୍ୟେକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ୱାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।” Viz kapitola |