ଯିଶାଇୟ 8:14 - ଓଡିଆ ବାଇବେଲ14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ଵରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ପାଶ ଓ ଫାନ୍ଦ ସ୍ଵରୂପ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ। Viz kapitolaପବିତ୍ର ବାଇବଲ14 ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ରରେ ତାଙ୍କୁ ଗ୍ରହଣ କର, ତେବେ ସେ ତୁମ୍ଭର ଏକମାତ୍ର ଆଶ୍ରୟ ସ୍ଥାନ ହେବେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ଯିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ଯନ୍ତା ଓ ଫାଶ। Viz kapitola |