ଯିଶାଇୟ 9:10 - ଓଡିଆ ବାଇବେଲ10 ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।” Viz kapitolaପବିତ୍ର ବାଇବଲ10 “ଏହି ଇଟାସବୁ ପଡ଼ିଯିବ, ମାତ୍ର ଆମ୍ଭେମାନେ ପୁନର୍ବାର ଶକ୍ତ ପଥରରେ ତାହାକୁ ତିଆରି କରିବୁ। ଡିମ୍ବିରି ବୃକ୍ଷଗୁଡ଼ିକରେ କଟା ହେଲା ପରେ ଆମ୍ଭେମାନେ ସେଠାରେ ଏରସ ବୃକ୍ଷ ଲଗାଇବୁ। ଆଉ ଏହି ନୂତନ ବୃକ୍ଷଗୁଡ଼ିକ ବିରାଟ ଓ ଶକ୍ତିଶାଳୀ ହେବ।” Viz kapitola |