ଯିଶାଇୟ 9:21 - ଓଡିଆ ବାଇବେଲ21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ21 ଏହାର ଅର୍ଥ ହେଉଛି ମନଃଶି ଇଫ୍ରୟିମ ବିରୁଦ୍ଧରେ ଓ ଇଫ୍ରୟିମ ମନଃଶି ବିରୁଦ୍ଧରେ ଏବଂ ସେମାନେ ଉଭୟ ଯିହୁଦା ବିରୁଦ୍ଧରେ ଲଢ଼ିବେ। ତଥାପି ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଉପରେ କ୍ରୋଧିତ ଓ ସେମାନଙ୍କୁ ଦଣ୍ଡ ଦେବାରୁ ନିବୃତ୍ତ ହେବେ ନାହିଁ। Viz kapitola |