ଯିଶାଇୟ 9:6 - ଓଡିଆ ବାଇବେଲ6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। Viz kapitolaପବିତ୍ର ବାଇବଲ6 ଯେତେବେଳେ ଏକ ସ୍ୱତନ୍ତ୍ର ବାଳକ ଜନ୍ମ ନେବେ ସେତିକି ବେଳେ ଏହା ଘଟିବ। ପରମେଶ୍ୱର ଆମ୍ଭମାନଙ୍କୁ ଏକ ପୁତ୍ର ଦେବେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ “ଆଶ୍ଚର୍ଯ୍ୟ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଯିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହେବେ।” Viz kapitola |