ଯାକୁବଙ୍କ ପତ୍ର 1:19 - ଓଡିଆ ବାଇବେଲ19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, Viz kapitolaପବିତ୍ର ବାଇବଲ (Re-edited) - (BSI)19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି କ୍ରୋଧ କରିବାରେ ଧୀର ହେଉ, Viz kapitolaପବିତ୍ର ବାଇବଲ (CL) NT (BSI)19 ପ୍ରିୟ ଭାଇମାନେ, ମନେରଖ। ତୁମ୍ଭେମାନେ ଶୁଣିବାରେ ତତ୍ପର ହେବା ଉଜିତ, କିନ୍ତୁ ଭାବିଚିନ୍ତି କଥା କୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, Viz kapitolaପବିତ୍ର ବାଇବଲ19 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବାରେ ବେଶି ଇଚ୍ଛୁକ ହୁଅ। ସହଜରେ ରାଗି ଯାଅ ନାହିଁ। Viz kapitola |