ଯାକୁବଙ୍କ ପତ୍ର 1:6 - ଓଡିଆ ବାଇବେଲ6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ । Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ଵାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। Viz kapitolaପବିତ୍ର ବାଇବଲ (CL) NT (BSI)6 କିନ୍ତୁ ପ୍ରାର୍ଥନା କରିବା ବେଳେ ଆଦୌ ସନ୍ଦେହ ନ କରି ବିଶ୍ୱାସ ସହକାରେ ପ୍ରାର୍ଥନା କର। ଯେ ସନ୍ଦହ କରେ, ସେ ପବନରେ ଆନ୍ଦାଳିତ ଅସ୍ଥିର ତରଙ୍ଗ ସଦୃଶ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। Viz kapitolaପବିତ୍ର ବାଇବଲ6 କିନ୍ତୁ ତୁମ୍ଭେ ଯେତେବେଳେ ପରମେଶ୍ୱରଙ୍କୁ ମାଗିଥାଅ, ସେତେବେଳେ ତୁମ୍ଭକୁ ବିଶ୍ୱାସ କରିବାକୁ ପଡ଼ିବ। ପରମେଶ୍ୱରଙ୍କୁ ସନ୍ଦେହ କର ନାହିଁ। ସନ୍ଦେହୀ ଲୋକ ସମୁଦ୍ରର ଢେଉ ଭଳି। ପବନ ଢେଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦେହୀ ଲୋକ ସେହି ଢେଉ ଭଳି। Viz kapitola |