ଯାକୁବଙ୍କ ପତ୍ର 2:16 - ଓଡିଆ ବାଇବେଲ16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛିହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ? Viz kapitolaପବିତ୍ର ବାଇବଲ16 ଏବଂ ତୁମ୍ଭେ ତାହାକୁ କହୁଛ, “ପରମେଶ୍ୱର ତୁମ୍ଭ ସହିତ ଥାଆନ୍ତୁ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ।” ତୁମ୍ଭେ ଏଗୁଡ଼ିକ ବିଷୟରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ୟକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାଯ୍ୟ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ୟହୀନ ଅଟେ। Viz kapitola |