ଯାକୁବଙ୍କ ପତ୍ର 2:21 - ଓଡିଆ ବାଇବେଲ21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ ? Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହୋଇ ନ ଥିଲେ? Viz kapitolaପବିତ୍ର ବାଇବଲ (CL) NT (BSI)21 ଆମ ପିତୃପୁରୁଷ ଅବ୍ରାହାମ, ଈଶ୍ୱରଙ୍କ ଦୃଷ୍ଟିରେ କିପରି ଧାର୍ମିକ ବିବେଚିତ ହୋଇଥିଲେ? ସେ କର୍ମ ଦ୍ୱାରା ଧାର୍ମିକ ବିବେଚିତ ହେଲେ, ଯେତେବେଳେ ସେ ତାଙ୍କ ପୁତ୍ର ଇସାହାକଙ୍କୁ ବେଦି ଉପରେ ଉତ୍ସର୍ଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ? Viz kapitolaପବିତ୍ର ବାଇବଲ21 ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ୱାରା ପରମେଶ୍ୱରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବେଦୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ୱରଙ୍କଠାରେ ଉତ୍ସର୍ଗ କଲେ। Viz kapitola |