ଯାକୁବଙ୍କ ପତ୍ର 2:25 - ଓଡିଆ ବାଇବେଲ25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଦୂତମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ ନାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)25 ସେହିପରି ବେଶ୍ୟା ରାହାବ ମଧ୍ୟ କର୍ମ ଦ୍ୱାରା ଧାର୍ମିକ ବିବେଚିତ ହୋଇଥିଲେ। ସେ ଇଶ୍ରାଏଲୀୟ ଗୁକ୍ତଚରମାନଙ୍କୁ ଆଶ୍ରୟ ଦେଇଥିଲେ ଏବଂ ଅନ୍ୟ ଏକ ପଥରେ ପଳାୟନ କରିବାକୁ ସାହାଯ୍ୟ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ? Viz kapitolaପବିତ୍ର ବାଇବଲ25 ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ୟା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ୱରଙ୍କ ଗୁପ୍ତଚରମାନଙ୍କୁ ସାହାଯ୍ୟ କଲା ଓ ସେମାନଙ୍କୁ ନିଜ ଘରେ ସ୍ୱାଗତ କଲା ଓ ଅନ୍ୟ ବାଟଦେଇ ସେମାନଙ୍କୁ ପଳାୟନ କରିବାରେ ସାହାଯ୍ୟ କଲା। Viz kapitola |