ଯାକୁବଙ୍କ ପତ୍ର 2:26 - ଓଡିଆ ବାଇବେଲ26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ । Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ଵାସ ମଧ୍ୟ ମୃତ। Viz kapitolaପବିତ୍ର ବାଇବଲ (CL) NT (BSI)26 ତେଣୁ, ଆତ୍ମା ବିନା ଶରୀର ଯେପରି ମୃତ,କର୍ମ ବିନା ବିଶ୍ୱାସ ସେହପରି ମୃତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ। Viz kapitolaପବିତ୍ର ବାଇବଲ26 ଆତ୍ମା ନ ଥିଲେ ଜଣେ ମନୁଷ୍ୟର ଶରୀରଟି ମୃତ ହୋଇଯାଏ। ସେହିପରି ବିଶ୍ୱାସ ବିଷୟରେ ମଧ୍ୟ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ୱାସ ମୃତ ଅଟେ। Viz kapitola |