ଯାକୁବଙ୍କ ପତ୍ର 3:3 - ଓଡିଆ ବାଇବେଲ3 ଆମ୍ଭେମାନେ ଘୋଡ଼ାମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ଵାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ । Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେମାନେ ଘୋଡ଼ାମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ଦ୍ଵାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ। Viz kapitolaପବିତ୍ର ବାଇବଲ (CL) NT (BSI)3 ଘୋଡ଼ାକୁ ବଶ କରିବା ପାଇଁ ଆମେ ଲଗାମ ଦେଉ ଓ ଆମର ଇଚ୍ଛାନୁସାରେ ତାହାକୁ ଚଳାଛ ପାରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ। Viz kapitolaପବିତ୍ର ବାଇବଲ3 ଘୋଡ଼ାମାନଙ୍କୁ ନିଜ ବଶରେ ରଖିବା ପାଇଁ ସେମାନଙ୍କ ମୁହଁରେ ଆମ୍ଭେ ଲଗାମ ଲଗାଇଥାଉ। ଆମ୍ଭେ ଏହିପରି ଭାବରେ ସେମାନଙ୍କର ସମ୍ପୂର୍ଣ୍ଣ ଶରୀରକୁ ବଶୀଭୂତ କରିଥାଉ। Viz kapitola |