ଯାକୁବଙ୍କ ପତ୍ର 3:6 - ଓଡିଆ ବାଇବେଲ6 ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ଜିହ୍ଵା ମଧ୍ୟ ଅଗ୍ନି ସ୍ଵରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ଵରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନରକାନଳରେ ପ୍ରଜ୍ଵଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ଵଳାଏ। Viz kapitolaପବିତ୍ର ବାଇବଲ (CL) NT (BSI)6 ଜିହ୍ୱା ଅଗ୍ନି ତୁଲ୍ୟ; ବହୁ ଅସତ୍ ବିଷୟରେ ପରିପୂର୍ଣ୍ଣ; ପୁଣି ତାହା ଆମ ଶରୀର ମଓ୍ୟରେ ଅବସ୍ଥିତ ଥିବାରୁ ଅସତ୍ ପ୍ରଭାବ ବିସ୍ତାର କରି ଆମର ସମସ୍ତ ବ୍ୟକ୍ତିତ୍ୱକୁ କଳୁଷିତ କରେ। ଜିହ୍ୱାର ନରକାଗ୍ନି ଆମର ସାରା ଜୀବନକୁ ଜଳାଇ ଦିଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ। Viz kapitolaପବିତ୍ର ବାଇବଲ6 ଜିହ୍ୱା ହେଉଛି ଏକ ଛୋଟ ଅଗ୍ନିଶିଖା ଭଳି। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତରେ ଜିହ୍ୱା ହେଉଛି ସବୁଠାରୁ ମନ୍ଦ। କିପରି? ଜିହ୍ୱା ଆମ୍ଭ ଶରୀର ମାଧ୍ୟମରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ। ଜିହ୍ୱା ଏହି ଅଗ୍ନିକୁ ନରକରୁ ପାଇଥାଏ। Viz kapitola |