ଯାକୁବଙ୍କ ପତ୍ର 4:17 - ଓଡିଆ ବାଇବେଲ17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ । Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ। Viz kapitolaପବିତ୍ର ବାଇବଲ (CL) NT (BSI)17 ଅତଏବ, ଯେଉଁ ବ୍ୟକ୍ତି କୌଣସି ସତ୍କର୍ମ କରିବା ଉଚିତ ବୋଲି ଜାଣି ସୁଦ୍ଧା ତାହା କରେ ନାହିଁ, ସେ ପାପ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ। Viz kapitolaପବିତ୍ର ବାଇବଲ17 ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା'ହେଲେ ସେ ପାପ କରିଥାଏ। Viz kapitola |