ଯାକୁବଙ୍କ ପତ୍ର 4:4 - ଓଡିଆ ବାଇବେଲ4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ । Viz kapitolaପବିତ୍ର ବାଇବଲ (Re-edited) - (BSI)4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ଵରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେକେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ; ସେ ଆପଣାକୁ ଈଶ୍ଵରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ। Viz kapitolaପବିତ୍ର ବାଇବଲ (CL) NT (BSI)4 ହେ ବିଶ୍ୱାସଘାତକ ଲୋକେ, ତୁମେ କଅଣ ଜାଣି ନାହିଁ, ସଂସାରପ୍ରୀତି ଈଶ୍ୱରଙ୍କ ପ୍ରତିଶତ୍ରୁତାଜରଣ? ଯେ ଇହ ଜଗତ ସହିତ ବନ୍ଧୁତା କରେ, ସେ ଈଶ୍ୱରଙ୍କ ଶତ୍ରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ। Viz kapitolaପବିତ୍ର ବାଇବଲ4 ଏହା ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟରେ ବିଶ୍ୱସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ୍ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ୱରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କେହି ଏହି ସଂସାରର ଅଂଶୀ ହେବା ପାଇଁ ଇଚ୍ଛା କରେ, ତେବେ ସେ ନିଜକୁ ପରମେଶ୍ୱରଙ୍କୁ ଶତ୍ରୁ କରି ପକାଏ। Viz kapitola |