ଯାକୁବଙ୍କ ପତ୍ର 4:7 - ଓଡିଆ ବାଇବେଲ7 ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅତଏବ, ତୁମ୍ଭେମାନେ ଈଶ୍ଵରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଧା କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ। Viz kapitolaପବିତ୍ର ବାଇବଲ (CL) NT (BSI)7 ଅତଏବ, ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର। ଶୟତାକୁ ପ୍ରତିରୋଧ କର। ତାହାହେଲେ, ସେ ତୁମ୍ଭମାନଙ୍କ ନିକଟକୁ ପଳାୟନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ। Viz kapitolaପବିତ୍ର ବାଇବଲ7 ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା'ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ। Viz kapitola |