ଯାକୁବଙ୍କ ପତ୍ର 5:3 - ଓଡିଆ ବାଇବେଲ3 ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ । ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ ! Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ ! Viz kapitolaପବିତ୍ର ବାଇବଲ (CL) NT (BSI)3 ତୁମ ସୁନା ସ ରୂପାରେ କଳଙ୍କ ଲାଗିଲାଣି ଏବଂ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ, ପୁଣି ତୁମ୍ଭମାନଙ୍କ ଶରୀରକୁ ଅଗ୍ନିପରି ଗ୍ରାସ କରିବ। ଏହି ଅନ୍ତିମ କାଳରେ ତୁମ୍ଭେମାନେ ଧନ ସମ୍ପଦ ଠୁଳ କରିଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ! Viz kapitolaପବିତ୍ର ବାଇବଲ3 ତୁମ୍ଭର ସୁନା ଓ ରୂପାରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହୋଇ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ଯ୍ୟ କରିଛ। ସେହି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦେବ। ଶେଷଦିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ। Viz kapitola |