ଯାକୁବଙ୍କ ପତ୍ର 5:8 - ଓଡିଆ ବାଇବେଲ8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ। Viz kapitolaପବିତ୍ର ବାଇବଲ (CL) NT (BSI)8 ସେହିପରି, ତୁମ୍ଭେମାନେ ମଧ୍ୟ ଦେର୍ଯ୍ୟଁ ସହକାରେ ଅପେକ୍ଷା କର। ତୁମ୍ଭମାନଙ୍କ ଆଶା ସୁଦୃଢ଼ ରୁହ, କାରଣ ପ୍ରଭୁଙକ ଆଗମନ ଦିନ ନିକଟବର୍ତ୍ତୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ। Viz kapitolaପବିତ୍ର ବାଇବଲ8 ଗ୍ଭଷୀ ଯେପରି ନିଜ କ୍ଷେତର ମୂଲ୍ୟବାନ ଶସ୍ୟ ବଢ଼ି ଉଠିବାକୁ ଧୈର୍ଯ୍ୟର ସହିତ ଆଶାରଖି, ଆରମ୍ଭ ଓ ଶେଷ ବର୍ଷା ପଡ଼ିବା ପର୍ଯ୍ୟନ୍ତ ଧୈର୍ଯ୍ୟର ସହିତ ଅପେକ୍ଷା କରେ, ତୁମ୍ଭେମାନେ ସେହିଭଳି ଧୈର୍ଯ୍ୟଶୀଳ ହେବା ଉଚିତ୍। ନିଜର ଆଶା ଛାଡ଼ିଦିଅ ନାହିଁ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି। Viz kapitola |