Online Bible

- Reklamy -




ଯାକୁବଙ୍କ ପତ୍ର 5:9 - ଓଡିଆ ବାଇବେଲ

9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥି ନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ଭାଇମାନେ, ପରସ୍ପରର ଦୋଷ ଧର ନାହିଁ, ତାହାହେଲେ ଈଶ୍ୱର ତୁମର ବିଚାର କରିବେ ନାହିଁ। ଦେଖ! ମହାବିଚାରକର୍ତ୍ତା ଦ୍ୱାରା ନିକଟେ ଉପସ୍ଥିତ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

9 ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଗ୍ଭରିତ ହେବ। ବିଗ୍ଭରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।

Viz kapitola kopírovat




ଯାକୁବଙ୍କ ପତ୍ର 5:9

Následuj nás:

Reklamy


Reklamy