ବିଚାରକର୍ତ୍ତା 1:15 - ଓଡିଆ ବାଇବେଲ15 ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇ ଅଛନ୍ତି, ମଧ୍ୟ ଜଳନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ୍ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।ଆଦି.୩୩:୧୧ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସେ କହିଲା, “ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ;” ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। Viz kapitolaପବିତ୍ର ବାଇବଲ15 ଅକ୍ଷାର କାଲେବଙ୍କୁ କହିଲେ, “ମୋତେ ଆଶୀର୍ବାଦ କର। ଆପଣ ମୋତେ ଦକ୍ଷିଣରେ ଭୂମି ଦେଇଛନ୍ତି, ଯାହାକି ଶୁଷ୍କ, ମୋତେ କିଛି ଜଳ ନିର୍ଝର ଭୂମି ଦିଅନ୍ତୁ।” ଏହା ପରେ କାଲେବ୍ ଭୂମିର ଉପରିସ୍ଥ ଓ ତଳସ୍ଥ ନିର୍ଝର ସେହି ଭୂମି ତାଙ୍କୁ ଦେଲେ। Viz kapitola |