Online Bible

- Reklamy -




ବିଚାରକର୍ତ୍ତା 1:19 - ଓଡିଆ ବାଇବେଲ

19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ-ରଥ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।

Viz kapitola kopírovat

ପବିତ୍ର ବାଇବଲ

19 ଯିହୁଦାର ଲୋକମାନେ ଯେତେବେଳେ ଯୁଦ୍ଧ କରୁଥିଲେ, ସେତେବେଳେ ସଦାପ୍ରଭୁ ସେମାନଙ୍କର ପକ୍ଷରେ ଥିଲେ। ସଦାପ୍ରଭୁ ପର୍ବତମୟ ଦେଶକୁ ସେମାନଙ୍କର ଅଧିକାରକୁ ଆଣିଲେ। କିନ୍ତୁ ଯିହୁଦାର ଲୋକମାନେ ତଳଭୂମିଗୁଡ଼ିକୁ ସେମାନଙ୍କର ଅଧୀନକୁ ଆଣିପାରି ନ ଥିଲେ। କାରଣ ସେଠାରେ ଯେଉଁ ଲୋକମାନେ ବାସ କରୁଥିଲେ, ସେମାନେ ଲୌହ ନିର୍ମିତ ରଥ ବ୍ୟବହାର କରୁଥିଲେ।

Viz kapitola kopírovat




ବିଚାରକର୍ତ୍ତା 1:19

Následuj nás:

Reklamy


Reklamy