Online Bible

- Reklamy -




ବିଚାରକର୍ତ୍ତା 1:28 - ଓଡିଆ ବାଇବେଲ

28 ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଏଉତ୍ତାରେ ଇସ୍ରାଏଲ ପରାକ୍ରା; ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

28 ଏହା ପରେ ଇସ୍ରାଏଲର ଲୋକମାନେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ସେମାନଙ୍କର କ୍ରୀତଦାସ କରିବା ପାଇଁ ସେମାନେ କିଣାନୀୟମାନଙ୍କୁ ବାଧ୍ୟ କଲେ। କିନ୍ତୁ କିଣାନୀୟମାନଙ୍କୁ ତଡ଼ିଦେବାକୁ ସେମାନେ ସକ୍ଷମ ହୋଇ ନ ଥିଲେ।

Viz kapitola kopírovat




ବିଚାରକର୍ତ୍ତା 1:28

Následuj nás:

Reklamy


Reklamy