ବିଚାରକର୍ତ୍ତା 1:29 - ଓଡିଆ ବାଇବେଲ29 ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ। Viz kapitolaପବିତ୍ର ବାଇବଲ29 ଇଫ୍ରୟିମଙ୍କ ପାଇଁ ଠିକ୍ ଏହିପରି ଭାବରେ ଘଟିଥିଲା। ଗେଷର୍ରେ କିଣାନୀୟ ଲୋକମାନେ ବାସ କରିବାକୁ ଲାଗିଲେ ଏବଂ ଇଫ୍ରୟିମ କିଣାନୀୟ ଲୋକମାନଙ୍କୁ ତଡ଼ି ଦେଲେ ନାହିଁ। ତେଣୁ ଇଫ୍ରୟିମ କିଣାନୀୟମାନଙ୍କ ସହିତ ମିଶି ରହିବାକୁ ଲାଗିଲେ। Viz kapitola |