ବିଚାରକର୍ତ୍ତା 10:3 - ଓଡିଆ ବାଇବେଲ3 ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ଉତ୍ପନ୍ନ ହେଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ। Viz kapitolaପବିତ୍ର ବାଇବଲ3 ଏହା ପରେ ପରମେଶ୍ୱର ଆଉ ଜଣେ ବିଗ୍ଭରକଙ୍କୁ ପଠାଇଲେ। ତାଙ୍କର ନାମ ଥିଲା ଯାୟୀର ଯେ କି ଥିଲେ ଗିଲିୟଦର ଅଧିବାସୀ। ଯାୟୀର ଇସ୍ରାଏଲର ଉପରେ ବାଇଶିବର୍ଷ ଧରି ବିଗ୍ଭରକ ହୋଇ ରହିଲେ। Viz kapitola |