ବିଚାରକର୍ତ୍ତା 11:12 - ଓଡିଆ ବାଇବେଲ12 ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ ? Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ଯିପ୍ତହ ଅମ୍ମୋନ୍-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋର ସହିତ ତୁମ୍ଭର ବିଷୟ କି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, “ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?” Viz kapitolaପବିତ୍ର ବାଇବଲ12 ଯିପ୍ତହ ଅମ୍ମୋନୀୟର ରାଜାଙ୍କ ନିକଟକୁ ଦୂତ ପଠାଇ କହିଲେ, “ଅମ୍ମୋନୀୟ ଓ ଇସ୍ରାଏଲୀୟ ମଧ୍ୟରେ ସମସ୍ୟା କ’ଣ? କାହିଁକି ତୁମ୍ଭେମାନେ ଆମ୍ଭ ସହିତ ଯୁଦ୍ଧ କରିବାକୁ ଆସିଅଛ?” Viz kapitola |