ବିଚାରକର୍ତ୍ତା 11:13 - ଓଡିଆ ବାଇବେଲ13 ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଅମ୍ମୋନ୍-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ନିର୍ବିରୋଧରେ ତାହା ଫେରାଇ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, “କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।” Viz kapitolaପବିତ୍ର ବାଇବଲ13 ଅମ୍ମୋନୀୟର ରାଜା ଯିପ୍ତହଙ୍କର ଦୂତକୁ କହିଲେ, “ଆମ୍ଭେମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଛୁ କାରଣ ଇସ୍ରାଏଲ ଲୋକମାନେ ଅମ୍ମୋନୀୟଙ୍କର ଭୂମିକୁ ବଳପୂର୍ବକ ଅଧିକାର କରି ନେଇଛନ୍ତି। ଯେତେବେଳେ ସେମାନେ ମିଶରରୁ ଆସିଲେ। ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ସମସ୍ତ ବଳପୂର୍ବକ ଅଧିକାର କଲେ ଓ ନିଜର କରି ନେଲେ। ବର୍ତ୍ତମାନ ସେହି ଭୂମିକୁ ନିର୍ବିଘ୍ନରେ ଆମ୍ଭମାନଙ୍କୁ ଫେରାଇ ଦିଅ।” Viz kapitola |