ବିଚାରକର୍ତ୍ତା 11:19 - ଓଡିଆ ବାଇବେଲ19 ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ୍ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।’ Viz kapitolaପବିତ୍ର ବାଇବଲ19 “ଏହା ପରେ ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ୍ ନିକଟକୁ ଦୂତ ପଠାଇଲେ, ‘ଆମ୍ଭକୁ ତୁମ୍ଭର ଦେଶ ମଧ୍ୟଦେଇ ଆମ୍ଭ ଦେଶକୁ ଯିବାକୁ ଅନୁମତି ଦିଅ।’ Viz kapitola |