ବିଚାରକର୍ତ୍ତା 11:2 - ଓଡିଆ ବାଇବେଲ2 ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହା ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।” Viz kapitolaପବିତ୍ର ବାଇବଲ2 ଗିଲିୟଦର ସ୍ତ୍ରୀ ତାହାର କେତେକ ପୁତ୍ର ଜନ୍ମ କଲା ଏବଂ ଯେତେବେଳେ ପୁତ୍ରମାନେ ବଡ଼ ହେଲେ ସେମାନେ ଯିପ୍ତହକୁ ଏହା କହି ତଡ଼ି ଦେଲେ, “ଆମ୍ଭର ପିତୃ ସମ୍ପତ୍ତିରେ ତୁମ୍ଭର କୌଣସି ଅଧିକାର ନାହିଁ, କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।” Viz kapitola |