ବିଚାରକର୍ତ୍ତା 11:20 - ଓଡିଆ ବାଇବେଲ20 ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ସୀହୋନ୍ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ଵାସ କଲା ନାହିଁ; ପୁଣି ସୀହୋନ୍ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା। Viz kapitolaପବିତ୍ର ବାଇବଲ20 କିନ୍ତୁ ସୀହୋନ ନିଜର ସୀମାଦେଇ ଇସ୍ରାଏଲକୁ ଯିବାକୁ ଦେଲା ନାହିଁ। ସୀହୋନ୍ ନିଜର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କଲେ। ତା'ପରେ ସେମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ। Viz kapitola |