Online Bible

- Reklamy -




ବିଚାରକର୍ତ୍ତା 11:27 - ଓଡିଆ ବାଇବେଲ

27 ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋ’ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରିନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ୍-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

27 ଆମ୍ଭେ ଇସ୍ରାଏଲର ଲୋକ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହୁଁ। ମାତ୍ର ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରି ଭୁଲ୍ କରିଅଛ। ସଦାପ୍ରଭୁ ସମସ୍ତଙ୍କ ବିଗ୍ଭରକର୍ତ୍ତା ସେ ଆଜି ଇସ୍ରାଏଲ ଲୋକମାନଙ୍କ ଓ ଅମ୍ମୋନର ଲୋକମାନଙ୍କ ମଧ୍ୟରେ ବିଗ୍ଭରକର୍ତ୍ତା ହୁଅନ୍ତୁ।”

Viz kapitola kopírovat




ବିଚାରକର୍ତ୍ତା 11:27

Následuj nás:

Reklamy


Reklamy